କମିଲା ବିଦ୍ୟୁତ ଦର
କମିଲା ବିଦ୍ୟୁତ ଦର। ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତି ସ୍ଲାବରେ କମିଲା ୧୦ ପଇସା। ଅନ୍ୟ ଉପଭୋକ୍ତାଙ୍କ ପାଇଁ ଦର ଅପରିବର୍ତ୍ତିତ ରହିଛି। ବିପିଏଲ ଉପଭୋକ୍ତାପାଇଁ ମାସିକ ଦେୟ ୮୦ ଟଙ୍କାରୁ ୭୦ ଟଙ୍କାକୁ କମିଛି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଢିବନି ବିଜୁଳି ଦର। ବିଦ୍ଯୁତ ଦର ନେଇ୧୫ ଦିନ ଧରି…