ସଞ୍ଜୟ ଦାସବର୍ମାଙ୍କ ନେତୃତ୍ୱରେ ପୁରୀରେ ମିଶ୍ରଣ ପର୍ବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁରୀ ନରେନ୍ଦ୍ର କୋଣ ସ୍ଥିତ ବିଜୁ ଜନତା ଦଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ସଞ୍ଜୟ କୁମାର ଦାସବର୍ମାଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି ।ଏହି ପର୍ଵରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ଭାରତୀୟ…