୧୫ରୁ ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ
ବ୍ରହ୍ମଗିରି(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଚଳିତ ମାସ ୧୫ ତାରିଖରୁ ଆରମ୍ଭ ହେବ ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ବ୍ଲକ ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ଅନବସର ଦର୍ଶନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ । ଏଥିରେ ଅଲାରନାଥ ସେବାୟତ ନିଯୋଗ…