Browsing Tag

dhamendra-pradhan

ସିବିଏସଇ ପିଲାଙ୍କୁ ମିଳିଲା ଫୁଲ୍ ମାର୍କ: ଧର୍ମେନ୍ଦ୍ର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ୨୪ ଘଣ୍ଟାରେ ସମସ୍ୟାର ସମାଧାନ ହୋଇଛି। ଏହା ପରେ ପିଲାଙ୍କୁ ମିଳିଛି ଫୁଲ୍ ମାର୍କ। ଏଥିରେ ଉପକୃତ ହୋଇଛନ୍ତି ୨୮୩୧୦ ଛାତ୍ରଛାତ୍ରୀ। ଭୁଲ୍ ପ୍ରଶ୍ନ ସତ୍ତ୍ଵେ ଉତ୍ତର ଦେବାକୁ ଚେଷ୍ଟା କରିଥିବା…

ୟୁକ୍ରେନ ଫେରନ୍ତା ଛାତ୍ରଛାତ୍ରୀଙ୍କୁ ଆଶ୍ୱସ୍ତି : ଶିକ୍ଷା ସମ୍ପୂର୍ଣ୍ଣ କରିବାକୁ ସବୁ ସାହାଯ୍ୟ ଯୋଗାଇବେ ସରକାର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ସମ୍ପୂର୍ଣ୍ଣ କରିବେ ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀ। ଏଥିପାଇଁ ଭାରତ ସରକାର ସବୁ ସହାୟତା ଯୋଗାଇଦେବେ। ଏନେଇ ଲୋକସଭାରେ ଉତ୍ତର ରଖିଛନ୍ତି ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସାଂସଦ ଗୌରବ ଗୋଗଇଙ୍କ ଏକ ପ୍ରଶ୍ନରେ କେନ୍ଦ୍ରମନ୍ତ୍ରୀ…

ଯୁବପିଢ଼ିଙ୍କ ବୌଦ୍ଧିକ କ୍ଷମତା ଓ ସୃଜନଶୀଳତାକୁ ବ୍ୟବହାରିକ ରୂପ ଦେବା ଆମର ଲକ୍ଷ୍ୟ- ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ‘ଜାତୀୟ ଶିକ୍ଷା ନୀତି-୨୦୨୦’ ମାଧ୍ୟମରେ ଭାରତର ଯୁବପିଢ଼ିଙ୍କ ପାଖରେ ଥିବା ଜ୍ଞାନ, ବୌଦ୍ଧିକ କ୍ଷମତା, ସୃଜନଶୀଳତା ଓ ଅଭିନବ ଆଇଡ଼ ିଆକୁ ଏକ ବ୍ୟବହାରିକ ରୂପ ଦେବା ଆମର ଲକ୍ଷ୍ୟ ରହିଛି ବୋଲି ଗୁରୁବାର ଉତରପ୍ରଦେଶର ବାରଣାସୀ…

‘ବହି ପଢିବା’ ନିତିଦିନିଆ ଅଭ୍ୟାସରେ ପରିଣତ କରିବାକୁ ଯୁବପିଢିଙ୍କୁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇଂରାଜୀ ନବ ବର୍ଷ-୨୦୨୨ ଅବସରରେ ରାଷ୍ଟ୍ରୀୟ ଶିକ୍ଷା ନୀତି -୨୦୨୦ ଅନ୍ତର୍ଗତ ୧୦୦ ଦିବସୀୟ ପଠନ ଅଭିଯାନ ‘ପଢ଼େ ଭାରତ\'ର ଶୁଭାରମ୍ଭ କରିଛନ୍ତି । ଏହି ଅଭିଯାନ ଅଧୀନରେ…

“ପଢ଼େ ଭାରତ’ ଅଭିଯାନର ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନୂଆବର୍ଷ ପ୍ରଥମ ଦିନ ଅର୍ଥାତ ଶନିବାର ଦିନ ୧୦୦ ଦିବସୀୟ ପଠନ ଅଭିଯାନ “ପଢ଼େ ଭାରତ’ର ଶୁଭାରମ୍ଭ କରିବେ କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅଭିଯାନ ଛାତ୍ରଛାତ୍ରୀଙ୍କ ଶିକ୍ଷଣ ସ୍ତରରେ ଉନ୍ନତି ପାଇଁ ମହତ୍ୱପୂର୍ଣ୍ଣ ପଦକ୍ଷେପ ।…

ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଓଡ଼ିଶା ଫାଷ୍ଟ(ବ୍ୟୁରୋ) : ବହୁ ପ୍ରତିକ୍ଷୀତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ବରାନ୍ବିତ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୋଦି ସରକାରଙ୍କ ନେତୃତ୍ୱରେ ଓଡ଼ିଶାରେ ରେଳ ଯୋଗାଯୋଗ ତଥା ସଂଯୋଗୀକରଣରେ ବିକାଶର କାମ…

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ କଂଗ୍ରେସର ବିରୋଧ, ବାଣୀବିହାରରେ ଦେଖାଇଲେ କଳା ପତାକା

ଓଡ଼ିଶା ଫାଷ୍ଟ(ବ୍ୟୁରୋ) : କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିରୋଧ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଉତ୍କଳ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ଛାତ୍ର କଂଗ୍ରେସ ପକ୍ଷରୁ ଜୋରଦାର ବିରୋଧ ପ୍ରଦର୍ଶନ କରାଯାଇଛି । କଳାପତାକା…

ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରଗତି ପାଇଁ ଏହି ସମୟ ହିଁ ଠିକ୍ ସମୟ -ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :ପରିବର୍ତିତ ଟେକ୍ନୋଲୋଜି ଆଧାରରେ ଯେତେବେଳେ ଓଡ଼ିଆ ଭାଷା ଓ ସାହିତ୍ୟ ନୂଆ ରୂପ ନେଉଛି, ଏହାର ପ୍ରଗତିକୁ କେହି ଅଟକାଇ ପାରିବେ ନାହିଁ । ଏହି ସମୟ ହିଁ ଠିକ୍ ସମୟ । ଆଗାମୀ ଦିନରେ ଓଡ଼ିଶା ହିଁ ବିଶ୍ୱର ନେତୃତ୍ୱ ନେବ ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା…

ଅତି ପ୍ରିୟଲୋକ ପାଇଁ କ’ଣ ମୁଖ୍ୟମନ୍ତ୍ରୀଙ୍କ ନୈତିକତା ଅଲଗା ହେଇଗଲା: ଧର୍ମେନ୍ଦ୍ର ପ୍ରଧାନ

ମମିତା ମେହେର ହତ୍ୟା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନୀତି ନୈତିକତା କୁଆଡ଼େ ଗଲା ପ୍ରଶ୍ନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ। ପ୍ରାୟୋଜିତ କୋର୍ଟ କଥାକୁ ନେଇ ବି ପ୍ରଶ୍ନ କରିଛନ୍ତି ସେ। ଆଜି ବିଜେପି…

ଭାରତର ପ୍ରାଚୀନ କଳାକୃତିକୁ ସ୍ୱଦେଶ ଫେରାଇ ଆଣିବା ପାଇଁ ମୋଦି ସରକାର ପ୍ରତିଶ୍ରୁତିବଦ୍ଧ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କାନାଡ଼ାରୁ ଭାରତ ଫେରାଇ ଅଣାଯାଇଥିବା ମାଆ ଅନ୍ନପୂର୍ଣ୍ଣାଙ୍କ ୧୦୦ ବର୍ଷର ପ୍ରାଚୀନ ଦୁର୍ଲଭ ମୂର୍ତିକୁ ଉତରପ୍ରଦେଶ ସରକାରଙ୍କୁ ହସ୍ତାନ୍ତର କରିବା ପାଇଁ ନୂଆଦିଲ୍ଲୀଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି । ଭାରତର…