ମମିତା କେସ ନେଇ ମୁହଁ ଖୋଲିଲେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର
ମହାଲିଙ୍ଗ ମମିତା ମେହେର ହତ୍ୟା ମାମଲାରେ ବିବୃତ୍ତି ରଖିଛନ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ମମିତାଙ୍କ ମୃତ୍ୟୁରେ ଗଭୀର ଭାବେ ଦୁଃଖିତ ଓ ମର୍ମାହତ ହୋଇଥିବା କହିଛନ୍ତି ମନ୍ତ୍ରୀ । ପରିବାର କିଭଳି ଯନ୍ତ୍ରଣାରେ ଅଛି ମୁଁ ବୁଝିପାରୁଛି । ଆଇନ୍ ଅନୁଯାୟୀ ଦୋଷୀଙ୍କୁ କଠୋର ଦଣ୍ଡ ମିଳୁ…