୮୦ ପଇସା ବୃଦ୍ଧି ପାଇଲା ପେଟ୍ରୋଲ-ଡିଜେଲ ଦାମ୍
ନୂଆଦିଲ୍ଲୀ : ଦେଶରେ ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି । ମଙ୍ଗଳବାର ରାଷ୍ଟ୍ରୀୟ ସ୍ତରରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୮୦ ପଇସା ବୃଦ୍ଧି ପାଇଛି । ଦିଲ୍ଲୀରେ ପେଟ୍ରୋଲ ଦର ୯୫.୪୧ ଟଙ୍କାରୁ ବୃଦ୍ଧି ପାଇ ୯୬.୨୧ ଟଙ୍କା ହୋଇଯାଇଛି । ସେହିପରି ଡିଜେଲ ଦର ୮୬.୬୭ ଟଙ୍କାରୁ ୮୭.୪୭…