Browsing Tag

Dispute

ବର୍ଷା ଅନୁଭବ ପାରିବାରିକ ବିବାଦ: କଂପ୍ଲେନ୍ କେସ୍ କଲେ ବର୍ଷା

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଅନୁଭବ ମହାନ୍ତିଙ୍କ ବିରୋଧରେ କଂପ୍ଲେନ୍ କେସ୍ ରୁଜୁ କଲେ ବର୍ଷା ପ୍ରିୟଦର୍ଶିନୀ । କଟକ ସଦର ଏଡିଜେଏମ୍ କୋର୍ଟରେ କଂପ୍ଲେନ୍ କେସ୍ ରୁଜୁ କରିଛନ୍ତି ବର୍ଷା । ବର୍ଷା ଅଭିଯୋଗରେ ଦର୍ଶାଇଛନ୍ତି ଯେ, ସୋସିଆଲ ମିଡିଆରେ ଅନୁଭବଙ୍କ ବିଭିନ୍ନ ପୋଷ୍ଟ ତାଙ୍କ…

ଜମିଜମା ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ: ୧୧ ଗୁରୁତର, ୧୩ ଆହତ

ମୋହନା(ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୋହନା ବ୍ଳକ ଅନ୍ତର୍ଗତ ଜିରାଙ୍ଗ ପଞ୍ଚାୟତ ଅଧିନ ବାହାଡାପଦା ଓ ବାଘମାରୀ ପଞ୍ଚାୟତ ଅଧିନ ବିଜିପୁର ଗ୍ରାମବାସୀଙ୍କ ମଧ୍ୟରେ ଜମିଜମା ବିବାଦକୁ ନେଇ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ କଥା କଟାକଟି ହୋଇ ଶେଷରେ ଧାରୁଆ ଅସ୍ତରେ ହଣାହଣି ପର୍ଯ୍ୟନ୍ତ କଥା ଯାଇଛି। ଯାହା…

ବର୍ଷାଙ୍କୁ ଅସମ୍ମାନ ଟିପ୍ପଣୀ; ଫେସବୁକକୁ ତଥ୍ୟ ମାଗିଲା ସାଇବର ଥାନା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବର୍ଷା ପ୍ରିୟଦର୍ଶିନୀଙ୍କୁ ଅସମ୍ମାନଜନକ ଟିପ୍ପଣୀ ଦେବା ପ୍ରସଙ୍ଗ। ଫେସବୁକକୁ ଚିଠି ଲେଖି ତଥ୍ୟ ମାଗିଲା କଟକ ସାଇବର ଥାନା ପୋଲିସ। ସୋସିଆଲ ମିଡିଆରେ ଅସମ୍ମାନ ଜନକ ଟିପ୍ପଣୀ ଦିଆଯାଉଥିବା ନେଇ ଅଭିଯୋଗ କରିଥିଲେ ବର୍ଷା। ଅନୁଭବ ମହାନ୍ତି ରିଅଲ ହିରୋ…