ମସ୍ତିଷ୍କ ଜ୍ୱରରେ ୧୩୫ରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିହାରରେ ଏବେ ମସ୍ତିଷ୍କ ଜ୍ୱରରେ ୧୩୫ରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ହୋଇ ସାରିଲାଣି । ଏହାକୁ ଦେଖି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପ୍ରଥମ ପଦକ୍ଷେପ ସ୍ବରୂପ ଶ୍ରୀକ୍ରିଷ୍ଣା ମେଡିକାଲ କଲେଜ ଓ ହସ୍ପିଟାଲର ସିନିୟର ରେସିଡେନ୍ସ ଡାକ୍ତର ଭିମସେନ କୁମାରଙ୍କୁ ନିଲମ୍ବନ…