ନବୀନ ନିବାସରେ ମଧ୍ୟାହ୍ନ ଭୋଜନ କଲେ ଦ୍ରୌପଦୀ ମୁର୍ମୁ
ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ମଧ୍ୟାହ୍ନ ଭୋଜନ କଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏହି ମଧ୍ୟାହ୍ନ ଭୋଜନରେ ପୁରୀ ସାଂସଦ ପିନାକୀ ମିଶ୍ର ଓ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ମଧ୍ୟ ସାମିଲ ହୋଇଛନ୍ତି ।
ଏହାପୂର୍ବରୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ…