ଦ୍ରୌପଦୀ ମୁର୍ମୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ : ଜେପି ନଡ୍ଡା
ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି। ପ୍ରେସମିଟ୍ ମାଧ୍ୟମରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ସୂଚନା ଦେଇଛନ୍ତି।…