ଦୁଷ୍ମନ୍ତ ଦାସଙ୍କ ମୃତ୍ୟୁ ଘଟଣା : ବିଜେପି କହିଲା- ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସମ୍ପୂର୍ଣ୍ଣ ବିଫଳ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦୁଷ୍ମନ୍ତ ଦାସଙ୍କ ମୃତ୍ୟୁ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ । ବରିଷ୍ଠ ନେତା ମନମୋହନ ସାମଲ, ବିଭୁ ତରାଇ, ରାମ ବଳିଆରସିଂ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଦୁଷ୍ମନ୍ତଙ୍କ ଶୋକସନ୍ତପ୍ତ ପରିବାରକୁ ଗୁରୁବାର ଭେଟିଥିଲା ବିଜେପିର ଉଚ୍ଚ ସ୍ତରୀୟ…