ଦୂତି ଚାନ୍ଦଙ୍କୁ ଝଟକା; ୪ ବର୍ଷ ପାଇଁ ହେଲେ ବାସନ୍ଦ
ଅଲିମ୍ପିଆନ ଦୂତି ଚାନ୍ଦଙ୍କୁ ଲାଗିଛି ଶକ୍ତ ଧକ୍କା । ଡୋପ ଟେଷ୍ଟ ମାମଲାରେ ବିଫଳ ହୋଇ ଶେଷରେ ସେ ୪ ବର୍ଷ ବାସନ୍ଦ ହୋଇଛନ୍ତି । ଦଣ୍ଡାଦେଶ ଚଳିତ ବର୍ଷ ଜାନୁଆରୀ ୩ତାରିଖରୁ ଲାଗୁ ହୋଇଛି । ତେଣୁ ସେ ୨୦୨୭ ଜାନୁଆରୀ ମାସ ପର୍ଯ୍ୟନ୍ତ କୌଣସି ରାଜ୍ୟ, ଜାତୀୟ କିମ୍ବା ଅନ୍ତର୍ଜାତୀୟ…