ଟୋକିଓ ଟ୍ରାକ୍ରେ ଦୂତି ଚାନ୍ଦ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଟୋକିଓରେ ଓଡ଼ିଶାର ଟେକ ରଖିବା ପାଇଁ ଓଡ଼ିଆ ଧାବିକା ଦୂତି ଚାନ୍ଦଙ୍କ ଜୋରଦାର ଅଭ୍ୟାସ । ଟ୍ରାକରେ ନିଜକୁ ପ୍ରସ୍ତୁତ କରୁଛନ୍ତି ଦୂତି । ଟ୍ରାକରେ ଦୂତି ଅଭ୍ୟାସ କରୁଥିବା ବେଳର ଭିଜୁଆଲ ଆସିଛି । ଅଲିମ୍ପିକ୍ସରେ କିପରି ଭଲ ପ୍ରଦର୍ଶନ କରିବେ ସେନେଇ ଅଭ୍ୟାସ…