ମୁମ୍ବାଇରେ ପୁଣି ଭୂମିକମ୍ପ ଅନୁଭୂତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ସକାଳ ପ୍ରାୟ ୮ଟାରେ ମୁମ୍ବାଇରେ ମୃଦୁ ଭୂମିକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୩.୫ଥିବା ଜଣା ପଡ଼ିଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ମୁମ୍ବାଇର ୧୦୨କିଲୋମିଟର ଉତ୍ତରରେ ଏହି ଭୂକମ୍ପରେ କମ୍ପନ ଅନୁଭୂତ…