Browsing Tag

Earthquqke in pakistan

ଥରିଲା ପାକିସ୍ତାନ, ୪.୫ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଥରିଲା ପାକିସ୍ତାନ। ପାକିସ୍ତାନରେ ଜୋରଦାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ପାକିସ୍ତାନ ରାଜଧାନୀ ଇସଲାମାବାଦରେ ଆଜି ସକାଳ ପ୍ରାୟ ୬ଟା ୩୯ ମିନିଟରେ ଏହି ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୪.୫ ବୋଲି ଜଣାପଡିଛି। ଏହାପରେ…