ଏସସିବିରେ ୯ଟି ମେସିନ ରେଡି : DMET
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଅଗଷ୍ଟ ୧୫ତାରିଖରୁ ଆରମ୍ଭ ହେବ ଇକମୋ ସେବା । ଏଥିଲାଗି କଟକ ଏସସିବି ମେଡିକାଲରେ ୯ଟି ମେସିନ ରଖାଯାଇଥିବା କହିଛନ୍ତି ଡିଏମଇଟି ସିବିକେ ମହାନ୍ତି । ଏଥିପାଇଁ ଆବଶ୍ୟକ ମାନବ ସମ୍ବଳଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଇ ସରିଛି । ଗୋଟିଏ ଟିମ୍ କଲିକତାରୁ ଟ୍ରେନିଂ…