Browsing Tag

Education

‘ସୋଆ’ ଦେଶର ଶ୍ରେଷ୍ଠ ଭରସାଯୋଗ୍ୟ ବିଶ୍ୱବିଦ୍ୟାଳୟ, ଭାବେ ସମ୍ମାନିତ

ଭୁବନେଶ୍ୱର : ଗୁଣବତ୍ତା ଶିକ୍ଷା କ୍ଷେତ୍ରରେ ଦେଶର ସବୁଠାରୁ ଭରସାଯୋଗ୍ୟ ବିଶ୍ୱବିଦ୍ୟାଳୟ ଭାବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସମ୍ମାନିତ କରାଯାଇଛି । ନୂଆଦିଲ୍ଲୀଠାରେ “ଦ ଗୋଲ୍ଡେନ୍‌ ଷ୍ଟାର ଆଇକନ୍‌ ଆୱାଡ୍‌ର୍ସ’ କାର୍ଯ୍ୟକ୍ରମରେ ‘ସୋଆ’କୁ “ମୋଷ୍ଟ ଟ୍ରଷ୍ଟେଡ୍‌ ୟୁନିଭର୍ସିଟି ଫର…

ପିଲା ପଣକିଆ କହି ନପାରିବାରୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ

ବାଲେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବାଲେଶ୍ୱର ସହରର ୪ଟି ସ୍କୁଲ୍‌କୁ ଆଜି ସକାଳେ ଗଣଶିକ୍ଷା ମନ୍ତ୍ରୀ ଅଚାନକ ଗସ୍ତ କରିଥିବା ବେଳେ ଗୋଟିଏ ୟୁପି ସ୍କୁଲ୍‌ର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ନେଇଛନ୍ତି କାର୍ଯ୍ୟାନୁଷ୍ଠାନ। ତୃତୀୟ ଶ୍ରେଣୀ ପିଲା ତିନିକ ପଣକିଆ କହି ନ ପାରିବାକୁ କ୍ଷୁବ୍ଧ…

ଖରା ଛୁଟି ଶେଷ, ଆଜି ଖୋଲୁଛି ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ସରିଲା ୧୧ ଦିନର ଖରା ଛୁଟି । ଆଜି ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲୁଛି। ଖରାଛୁଟି ଯୋଗୁଁ ରାଜ୍ୟର ସମସ୍ତ ସ୍କୁଲ, ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ବନ୍ଦ ଥିଲା। ଛୁଟି ଅବଧି ଜୁନ୍ ୧୬ ଯାଏଁ ଥିବାବେଳେ ଆଜିଠୁ ସମସ୍ତ ଶିକ୍ଷାନୁଷ୍ଠାନ…

ଘରୋଇ ଶିକ୍ଷାନୁଷ୍ଠାନରେ ଦୁଷ୍କର୍ମ: ଆସିଷ୍ଟାଣ୍ଟ ପ୍ରଫେସରଙ୍କ ଅଭିଯୋଗ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଖଣ୍ଡଗିରି ଅଞ୍ଚଳରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ଦୁଷ୍କର୍ମ ନେଇ ଖଣ୍ଡଗିରି ଥାନାରେ ଅଭିଯୋଗ ହୋଇଛି । ପୀଡ଼ିତାଙ୍କ ବୟସ 24 ବର୍ଷ । ସେ ଛତିଶଗଡ଼ କବିର ଥାନା ଅଞ୍ଚଳର । ଦୁଷ୍କର୍ମ କରିଥିବା ଅଭିଯୁକ୍ତ ମଧ୍ୟ ସେଇ…

ନିଯୁକ୍ତି ପ୍ରକ୍ରିୟା ବନ୍ଦ ନ କଲେ କାର୍ଯ୍ୟାନୁଷ୍ଠାନ -ୟୁଜିସି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସସିକୁ ଏକ ତାଗିଦ୍ ପତ୍ର ଦେଇଛି ୟୁଜିସି। ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସିର ତାଗିଦ୍। ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତିକୁ ନେଇ…

ସୁପ୍ରିମକୋର୍ଟଙ୍କ ରାୟ ପରେ ଶିକ୍ଷାବିତ୍ ଖୁସି

ନୂଆଦିଲ୍ଲୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନକୁ ୯୦ ଦିନ ପାଇଁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ । ଏହାସହ ୪ ସପ୍ତାହରେ ଉତ୍ତର ରଖିବାକୁ ରାଜ୍ୟ ସରକାରଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ । ଶିକ୍ଷାବିତଙ୍କ ଅଭିଯୋଗ ଥିଲା, ଅଧିନିୟମ ବିଶ୍ବବିଦ୍ୟାଳୟର…

ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ-୨୦୨୦ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି । ବିଶ୍ୱବିଦ୍ୟାଳୟ ମଞ୍ଜୁରୀ ଆୟୋଗ( ୟୁଜିସି) ପକ୍ଷରୁ ଦାଏର ଏକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ୩ ମାସ ପାଇଁ ରହିତାଦେଶ ଦେଇଛନ୍ତି । ଏହାସହିତ…

ଡ୍ରପଆଉଟ୍ ପାଇଁ ସ୍କୁଲ ଦାୟୀ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଅଧାରୁ ପାଠ ଛାଡୁଥିବା ପିଲାଙ୍କୁ ନେଇ ଚିନ୍ତା। ଅଧାରୁ ପାଠ ଛାଡ଼ୁଛନ୍ତି ଛାତ୍ର ଛାତ୍ରୀ କେମିତି ସ୍କୁଲ ଆସିବେ ସେନେଇ ଜିଲ୍ଲାପାଳମାନଙ୍କୁ ଗଣଶିକ୍ଷା ସଚିବଙ୍କ ଚିଠି । ସ୍କୁଲରେ କାହିଁକି ଅନୁପସ୍ଥିତ ରହୁଛନ୍ତି ପିଲା ତାର ପର୍ଯ୍ୟବେକ୍ଷଣ…

ଜୁନ୍ ୧୭ରୁ କାର୍ଯ୍ୟକ୍ଷମ ହେବ ୬୪ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର : ମଙ୍ଗଳବାର ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଲୋକସେବା ଭବନରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର କାର୍ଯ୍ୟ ସମୀକ୍ଷା କରିଛନ୍ତି । ଏଥିରେ ବିଭାଗୀୟ ସଚିବ ବିଷ୍ଣୁପଦ ସେଠୀ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରେମଚାନ୍ଦ…

ସଂସ୍କୃତ ଆବେଗ ଓ ଅଭିବ୍ୟକ୍ତିର ପରିପ୍ରକାଶ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,ଭୁବନେଶ୍ୱର : ସଂସ୍କୃତ କେବଳ ଏକ ଭାଷା ନୁହେଁ ଆମର ଏକ ଆବେଗ ଓ ଅଭିବ୍ୟକ୍ତିର ପରିପ୍ରକାଶ ବୋଲି ସୋମବାର ନୂଆଦିଲ୍ଲୀ ଠାରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଦ୍ୱାରା ଆୟୋଜିତ ‘ଉତ୍କର୍ଷ ମହୋତ୍ସବ’ରେ ଯୋଗଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ…