ଆସନ୍ତା କାଲି ମ୍ୟାଟ୍ରିକ ପରୀକ୍ଷା, ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାଟ୍ରିକ ପରୀକ୍ଷା ପୂର୍ବରୁ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ସେ ପରାମର୍ଶ ଦେଇଛନ୍ତି । ଏହା ଜୀବନର ପ୍ରଥମ ପରୀକ୍ଷା ତେଣୁ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ ବୋଲି…