ପାଟକୁରାରେ ବିଜେଡ଼ି, ବିଜେପି କଡ଼ା ଟକ୍କର ପଛରେ ପଡ଼ିଛି କଂଗ୍ରେସ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପାଟକୁରା ବିଧାନସଭା ଆସନ ପାଇଁ ନିର୍ବାଚନ ସ୍ଥଗିତ ରହିଥିବା ବେଳେ ଆସନ୍ତା ୨୦ ତାରିଖରେ ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ୨୪ ତାରିଖରେ ଭୋଟ ଗଣତି…