Browsing Tag

Election

୬୭୯୪ ଗ୍ରାମ ପଞ୍ଚାୟତରେ ହେବ ନିର୍ବାଚନ, ଏନଏସସିରେ ମିଶିଛି ୭ଟି ପଞ୍ଚାୟତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଏଥର ୬୭୯୪ ଗ୍ରାମ ପଞ୍ଚାୟତରେ ହେବ ନିର୍ବାଚନ।୨୦୧୭ରେ ୬୮୦୧ ଗ୍ରାମ ପଞ୍ଚାୟତରେ ହୋଇଥିଲା ନିର୍ବାଚନ। ଏଥର ୭ଟି ଗ୍ରାମ ପଞ୍ଚାୟତ ଏନଏସସିରେ ମିଶି ଯାଇଛି। ସେଥି ପାଇଁ ଏଥର ୭ଟି ପଞ୍ଚାୟତ ବାଦ ପଡ଼ିଛି। ଏସବୁ ପଞ୍ଚାୟତଗୁଡିକ ହେଲା ବାଲେଶ୍ଵର ରେମୁଣାର ୪ ଗ୍ରାମ…

ରାଜ୍ୟ ନିର୍ବାଚନ କମିଶନଙ୍କ ପଞ୍ଚାୟତ ପ୍ରସ୍ତୁତି, ୭ ଗ୍ରାମ ପଞ୍ଚାୟତରେ ହେବନି ନିର୍ବାଚନ

ଏଥର ୬ ହଜାର ୭୯୪ ଗ୍ରାମ ପଞ୍ଚାୟତରେ ହେବ ନିର୍ବାଚନ। ୨୦୧୭ରେ ୬ ହଜାର ୮୦୧ ପଞ୍ଚାୟତରେ ନିର୍ବାଚନ ହୋଇଥିଲା। ଏଥର ୭ଟି ପଞ୍ଚାୟତ ଏନଏସସିରେ ମିଶିଛି । ତେଣୁ ସେଠାରେ ପଞ୍ଚାୟତ ନିର୍ବାଚନ ହେବନାହିଁ। ବାଲେଶ୍ଵର ଜିଲ୍ଲା ରେମୁଣା ଏନଏସିର ୪ଟି ପଞ୍ଚାୟତ, ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନଏସିରେ ୨ଟି…

ଡିସେମ୍ବର ୧୪ ସୁଦ୍ଧା ପ୍ରକାଶ ପାଇବ ରାଜ୍ୟର ପୂର୍ଣ୍ଣାଙ୍ଗ ଭୋଟର ତାଲିକା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ନେଇ ଆଉ ପାଦେ ଆଗକୁ ବଢିଲେ ରାଜ୍ୟ ନିର୍ବାଚନ ଆୟୋଗ । ପଞ୍ଚାୟତ ନିର୍ବାଚନ ପାଇଁ ଓ୍ବାର୍ଡଓ୍ବାରୀ ଭୋଟର ତାଲିକା ପ୍ରସ୍ତୁତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଓ୍ବାର୍ଡଓ୍ବାରୀ ଭୋଟର ତାଲିକା ପ୍ରସ୍ତୁତ କରିବା ପାଇଁ ତାରିଖ ଘୋଷଣା ହୋଇଛି ।…

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି : ଆଜି ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର ୦୬।୧୧: ପଞ୍ଚାୟତ ନିର୍ବାଚନ ପାଇଁ ଆଜି ବସିବ ସର୍ବଦଳୀୟ ବୈଠକ । ତା ଆଗରୁ ଚୂଡାନ୍ତ ସଂରକ୍ଷଣ ତାଲିକା ରାଜ୍ୟ ନିର୍ବାଚନ କମିଶନଙ୍କୁ ଦେଇଛି ପଞ୍ଚାୟତିରାଜ ବିଭାଗ । ଭୋଟର ତାଲିକା ପ୍ରସ୍ତୁତି ସହ ସୁରୁଖୁରୁରେ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ…

ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତାକାଲି ବସିବ ସର୍ବଦଳୀୟ ବୈଠକ । ଭୋଟର ତାଲିକା ପ୍ରସ୍ତୁତି ସହ ସୁରୁଖୁରୁରେ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡକାଇଛନ୍ତି । ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ଏହି ବୈଠକ ବସିବ। ଏହି ବୈଠକରେ ନିର୍ଭୁଲ ଭୋଟର ତାଲିକା…

ଆଗକୁ ପଞ୍ଚାୟତ ନିର୍ବାଚନ: ଆରମ୍ଭ ହେଲାଣି ପ୍ରସ୍ତୁତି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ । ଏଥିପାଇଁ ଜୋର ଧରିଲାଣି ପ୍ରସ୍ତୁତି ପ୍ରକ୍ରିୟା । ଏନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ତେବେ ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ସର୍ବଦଳୀୟ ବୈଠକ ଡାକିଛନ୍ତି…

ନଭେମ୍ବର ୯ରୁ ପୌର ନିର୍ବାଚନ ପ୍ରକ୍ରିୟା, ୧୮ତାରିଖ ମତାମତ ଦଖଲର ଶେଷ ଦିନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ନେଇ ନଭେମ୍ବର ୯ ତାରିଖରୁ ମତାମତ ଗ୍ରହଣ କରାଯିବ । ନଭେମ୍ବର ୧୮ ତାରିଖ ମତାମତ ଦଖଲର ଶେଷ ଦିନ ରହିଛି । ନଭେମ୍ବର ୨୯ ତାରିଖରେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ…

Pipili By-Election: ଷଷ୍ଠ ରାଉଣ୍ଡ ସୁଦ୍ଧା ୬ ହଜାରରୁ ଅଧିକ ଭୋଟରେ ଆଗୁଆ ବିଜେଡି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପିପିଲି ଉପନିର୍ବାଚନ ଭୋଟ୍ ଗଣତିରେ ଆଗୁଆ ରହିଛି ବିଜେଡି । ପ୍ରଥମ ରାଉଣ୍ଡରୁ ଆଗୁଆ ରହିଥିବା ବିଜେଡି ଷଷ୍ଠ ରାଉଣ୍ଡରେ ମଧ୍ୟ ଆଗୁଆ ରହିଛି । ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ ୬ ହଜାର ୩୨୪ ଭୋଟରେ ଆଗୁଆ ଅଛନ୍ତି । ଷଷ୍ଠ ରାଉଣ୍ଡ ସୁଦ୍ଧା…

ଆଜିଠୁ ପୁଣି କମ୍ପିବ ପିପିଲି, ପ୍ରଚାର ମଇଦାନକୁ ଓହ୍ଲାଇବେ ହେଭିୱେଟ୍ ନେତା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ଆଜିଠୁ ଆରମ୍ଭ ହେବ ବିଧିବଦ୍ଧ ପ୍ରଚାର । ସାନି ପ୍ରଚାର ଲାଗି ବିଜେଡି ବିଜେପି ଓ କଂଗ୍ରେସ ନିଜ ନିଜ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରି ସାରିଛନ୍ତି । କୋଭିଡ କଟକଣା ଭିତରେ ହେବାକୁ ଥିବା ସାନି ପ୍ରଚାରରେ ବିଜେଡି ସୁପ୍ରିମୋ…

ପିପିଲି ଉପନିର୍ବାଚନରେ ଡବଲ ଡୋଜ ଟିକାକୁ ବାଧ୍ୟତାମୂଳକ, ଭୋଟ ଗ୍ରହଣ ପାଇଁ ବୃଦ୍ଧି ହେଲା ୭୫ଟି ବୁଥ୍

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି। ତଥାପି କଟକଣାରେ ରହିବା ପାଇଁ ସ୍ୱାସ୍ଥ୍ୟ ବିଶେଷଜ୍ଞ ମାନେ ସବୁବେଳେ ପରାମର୍ଶ ଦେଉଛନ୍ତି। କାରଣ ଆଗକୁ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି। ତେବେ ଏହାରି ଭିତରେ ଆଗକୁ ହେବାକୁ ଯାଉଛି…