Browsing Tag

elephant attack

ହାତୀ ଆକ୍ରମଣରେ ୨ ମୃତ

ଦ୍ୱାରଶୁଣି(ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୟୂରଭଞ୍ଜ ଜିଲ୍ଲାର ସାରସକଣା ବ୍ଲକ ତଥା ବାଙ୍ଗିରିପୋଷି ବନାଞ୍ଚଳରେ ହାତୀ ଆକ୍ରମଣରେ ୨ଜଣ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ଦୀଗାରିଶୋଳ ଗ୍ରାମର ବୁଧିଆ ମୁଣ୍ଡା (୩୫ ) ବୋଲି ଜଣାପଡ଼ିଛି । ବୁଧିଆ ଗାଁକୁ ଫେରୁଥିବା ବେଳେ ହାତୀ ପଲ ଆଗରେ…

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

ବାରିପଦା (ଓଡ଼ିଶା ଫାଷ୍ଟ ବ୍ୟୁରୋ): ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ । ବାରିପଦା ସହର ମଞ୍ଚାବନ୍ଧାର ଯୁବକ ଜଣକ ବିହାର ରାଜ୍ୟର ଔରଙ୍ଗାବାଦ ଅଞ୍ଚଳର ଧିରଜ କୁମାର ସିଂ । ଯୁବକ ଜଣକ ଶୋଇଥିବା ଅବସ୍ଥାରେ ହାତୀ ଉଠାଇ କଚାଡି ମାରି ଦେଇଥିବା ଜଣାପଡିଛି । ସେଠାରୁ ତାଙ୍କୁ ଉଦ୍ଧାର କରି ତୁରନ୍ତ…

ହାତୀ ଆକ୍ରମଣରେ ଦୁଇ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଜଙ୍କିଆ ଥାନା ହଜ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି । ଅନ୍ୟଜଣେ ଗୁରୁତର ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦନ୍ତା ହାତୀ ହଜ ଓ କଳରାଝକୁ ପ୍ରବେଶ କରି ଶୋଇଥିବା…