ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା: ହାତୀଙ୍କୁ ସୁରକ୍ଷା ଦେବା ପାଇଁ ତୁରନ୍ତ ଆକ୍ସନ ପ୍ଲାନ୍ ଲାଗୁ ପାଇଁ ନିର୍ଦ୍ଦେଶ
ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା । ହାତୀଙ୍କୁ ସୁରକ୍ଷା ଦେବା ପାଇଁ ତୁରନ୍ତ ଆକ୍ସନ ପ୍ଲାନ୍ ଲାଗୁ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜଏଣ୍ଟ ଟାକ୍ସ ଫୋର୍ସ ପ୍ରସ୍ତୁତ କରିଛି ଏହି ଆକ୍ସନ ପ୍ଲାନ୍ । ଶ୍ରୀଲଙ୍କା ଓ କର୍ଣ୍ଣାଟକ ମଡେଲରେ ପ୍ରସ୍ତୁତ ହୋଇଛି ଆକ୍ସନ ପ୍ଲାନ୍ । ଏହି ପ୍ଲାନ୍କୁ…