ପ୍ରଶାସନ ପକ୍ଷରୁ ପୁଣି ଏମାର ମଠ ଯାଞ୍ଚ, ସାମିଲ ଅଛି ସ୍ୱତନ୍ତ୍ର ଟିମ୍
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରଶାସନ ପକ୍ଷରୁ ଏମାର ମଠ ଯାଞ୍ଚ । ରାଜ୍ୟ ପ୍ରତ୍ନତତ୍ତ୍ବ ବିଭାଗର ସ୍ବତନ୍ତ୍ର ଟିମ୍ ଯାଞ୍ଚ କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଜିଲ୍ଲାପାଳ ସମର୍ଥ ବର୍ମା, ଉପଜିଲ୍ଲାପାଳ ଭବତାରଣ ସାହୁ, ତହସିଲଦାର, ଏଣ୍ଡାମେଣ୍ଟ ଅଧିକାରୀ ଆଦି ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ଯାଞ୍ଚ…