ବାଣପୁର ଗ୍ୟାସ୍ ସିଲିଣ୍ଡର ଦୁର୍ଘଟଣା : ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବାଣପୁର ଗ୍ୟାସ୍ ସିଲିଣ୍ଡର ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା । ଗୁରୁବାର ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ୍ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ…