ସାଂସଦ ପଦରୁ ଇସ୍ତଫା ଦେଲେ ସୁବାସ ସିଂ
କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି ସୁବାସ ସିଂ । କଟକ ମେୟର ହେବା ପରେ ସାଂସଦ ପଦରୁ ସୁବାସ ସିଂ ଇସ୍ତଫା ଦେବା ସହ ମୁଁ ଗୋଟିଏ ପଦରେ ରହି କାମ କରିବି ବୋଲି ସେ କହିଛନ୍ତି ।
ରାଜ୍ୟସଭାରେ ଓଡ଼ିଶାର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବାକୁ…