Browsing Tag

examination

ଏସସିବିରେ ଜଗାର ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଦିଲ୍ଲୀ ଏମ୍ସର ସ୍ୱତନ୍ତ୍ର ଡାକ୍ତରୀ ଦଳ

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): କଟକ ବଡ଼ ମେଡିକାଲ (ଏସସିବି) ରେ ଭର୍ତ୍ତି ହୋଇଛି କନ୍ଧମାଳର ଯୋଡ଼ା ମୁଣ୍ଡ ଶିଶୁ ଜଗା। ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଜଗାକୁ କଟକ ଅଣାଯାଇଥିବା ଜଣାଯାଇଛି। ଏସସିବି ମେଡିକାଲର କାଜୁଆଲିଟି ଟ୍ରମା କେୟାର ୟୁନିଟର ସ୍ୱତନ୍ତ୍ର ପ୍ରକୋଷ୍ଠରେ ଜଗାକୁ ରଖାଯାଇଛି।…

OJEE ପରୀକ୍ଷା ଜୁଲାଇ ୪ରୁ, ୨୭ରୁ ଆଡମିଟ୍ କାର୍ଡ ମିଳିବ

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜୁଲାଇ ୪ରୁ OJEE- ୨୦୨୨ ପାଇଁ ପରୀକ୍ଷା ସୂଚୀ। ଜୁଲାଇ ୪ରୁ ପରୀକ୍ଷା ଆରମ୍ଭ ହୋଇ ୮ ତାରିଖରେ ସରିବ। ଜୁନ୍ ୨୭ ତାରିଖରୁ OJEE ୱେବସାଇଟ୍‌ରେ ଆଡମିଟ୍ କାର୍ଡ ଡାଉନଲୋଡ୍ କରିହେବ। ତେବେ ସକାଳ ୯ଟାରୁ ପ୍ରତିଦିନ ୩ଟି ସିପ୍ଟରେ ପରୀକ୍ଷା ହେବ। ଜୁଲାଇ…

ଆସନ୍ତା ୩୧ ତାରିଖର ଯୁକ୍ତ ୨ ପରୀକ୍ଷା ଘୁଞ୍ଚଲା

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗତ ଏପ୍ରିଲ ୨୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏହା ଆସନ୍ତା ୩୧ ତାରିଖରେ ଶେଷ ହେବାର ଥିଲା । ତେବେ ୩୧ରେ ହେବାକୁ ଥିବା ପରୀକ୍ଷା ଗୁଡ଼ିକୁ ଘୁଞ୍ଚାଇ ଦିଆଯାଇଛି । ଶୁକ୍ରବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ)…

ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା। ଦଶମ ଶ୍ରେଣୀ ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଖାତା ଦେଖାହେବ। ଏଥିପାଇଁ ଗତାକଲି ସକାଳ ୧୦ଟା ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ଯୋଗ…

ନିଟ୍‌ ପିଜି ପରୀକ୍ଷା ସ୍ଥଗିତ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ନିଟ୍‌ ପିଜି ୨୦୨୨ ପରୀକ୍ଷା ସ୍ଥଗିତ କରାଇବା ପାଇଁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଜଷ୍ଟିସ ଡି. ୱାଇ. ଚନ୍ଦ୍ରଚୂଡ଼ ଓ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଖଣ୍ଡପୀଠ ରାୟ ଶୁଣାଇ କହିଛନ୍ତି ଯେ, ପରୀକ୍ଷା ଘୁଞ୍ଚାଇଲେ ଗଣ୍ଡଗୋଳିଆ ପରିସ୍ଥିତି…

ଆଜିଠୁ + ୨ ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜିଠୁ + ୨ ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ । ପୂର୍ବରୁ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଆରମ୍ଭ ହୋଇ ସାରିଥିବା ବେଳେ ଆଜିଠୁ ପରୀକ୍ଷା ଦେବେ ବିଜ୍ଞାନ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀ । ଚଳିତ ବର୍ଷ ରାଜ୍ୟରେ ମୋଟ ୭୮…

ସରିଲା ମାଟ୍ରିକ ପରୀକ୍ଷା, ୨୦ରୁ ଖାତା ଦେଖା

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସରିଲା ମାଟ୍ରିକ ପରୀକ୍ଷା । ଆସନ୍ତା ୨୦ତାରିଖରୁ ଆରମ୍ଭ ହେଵ ଖାତା ଦେଖା । ରାଜ୍ୟରେ ୩ ହଜାର ୨୦୩ ସେଣ୍ଟରରେ ୫ ଲକ୍ଷ ୬୦ ହଜାରରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛି । ଏନେଇ ଵୋର୍ଡ ସଭାପତି ରାମାଶିଷ ହାଜରାଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ବର୍ଷ…

୧୪ରୁ ଦ୍ୱିତୀୟ ପର୍ଯ୍ୟାୟ +୨ ପ୍ରଶ୍ନପତ୍ର ପଠାଯିବ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଯୁକ୍ତ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ପ୍ରଶ୍ନପତ୍ର ପଠାଇବା ପ୍ରକ୍ରିୟା ଆରମ୍ଭ ହୋଇଛି । ମେ’ ୧୮ରୁ ୩୧ ପର୍ଯ୍ୟନ୍ତ ହେବାକୁ ଥିବା କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟଗୁଡ଼ିକର ପରୀକ୍ଷା ଲାଗି ଏହି ପର୍ଯ୍ୟାୟରେ ପ୍ରଶ୍ନପତ୍ର ପଠାଯିବ ।…

ସରିଲା ମାଟ୍ରିକ୍ ପ୍ରଥମ ଦିନର ପରୀକ୍ଷା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସରିଲା ମାଟ୍ରିକର ପରୀକ୍ଷା ପ୍ରଥମ ଦିନର ପରୀକ୍ଷା । ପ୍ରଥମ ଦିନରେ ଇଂରାଜୀ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ଗ୍ରୀଷ୍ମପ୍ରବାହ ଓ କୋଭିଡ୍ କୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ଗୁଡିକରେ ସଵୁ ପ୍ରକାର ଵ୍ୟଵସ୍ଥା କରାଯାଇଥିବା ଵୋର୍ଡ ସଭାପତି…

୨ ବର୍ଷ ପରେ ଅଫ୍‌ଲାଇନ୍‌ରେ ମାଟ୍ରିକ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ଦୁଇ ବର୍ଷ ପରେ ପୁଣି ଅଫଲାଇନ୍ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ୩,୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । କପି ରୋକିବାକୁ ୬୫ଟି ଫ୍ଲାଇଂ…