Browsing Tag

examination

ଆସନ୍ତାକାଲି ମାଟ୍ରିକ ପରୀକ୍ଷା: ୫,୭୧,୯୦୯ ପରୀକ୍ଷାର୍ଥୀ ଦେବେ ପରୀକ୍ଷା

ଭୁବନେଶ୍ବର : ଆସନ୍ତାକାଲି ମାଟ୍ରିକ ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ପାଇଁ ବୋର୍ଡ ସମସ୍ତ ବ୍ୟବସ୍ଥା ଚୂଡ଼ାନ୍ତ କରିଛି। ରାଜ୍ୟରେ ୩ ହଜାର ୫୪୦ଟି ପରୀକ୍ଷା କେନ୍ଦ୍ରରେ ୫ଲକ୍ଷ ୭୧ ହଜାର ୯୦୯ ଜଣ ପରୀକ୍ଷାର୍ଥୀ…

+୨ ଥିଓରୀ ପରୀକ୍ଷା ଆରମ୍ଭ

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଥିଓରୀ ପରୀକ୍ଷା ଆଜିଠାରୁ ଆରମ୍ଭ ହେବ । ରାଜ୍ୟର ୧୧୩୩ ପରୀକ୍ଷା କେନ୍ଦ୍ରରେ +୨ ପରୀକ୍ଷା ଅନୁଷ୍ଠିତ ହେବ। ଚଳିତ ବର୍ଷ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମର ୩ ଲକ୍ଷ ୨୧…

ଅପ୍ରେଲ୍ ୨୮ରୁ +୨ ବାର୍ଷିକ ପରୀକ୍ଷା

ବ୍ରହ୍ମପୁର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ୨0୨୨ ମସିହା ବାର୍ଷିକ ପରୀକ୍ଷା ଆସନ୍ତା ଅପ୍ରେଲ୍ ୨୮ ତାରିଖରୁ ଆରମ୍ଭ ହେଉଛି l ସକାଳ ୯ଟା ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପ୍ରଥମ…

ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ । ଦଶମ ଶ୍ରେଣୀ ଦ୍ୱିତୀୟ ସମେଟିଭ୍ ଆସେସମେଣ୍ଟ ପାଇଁ ଅନଲାଇନରେ ମିଳିବ ଆଡମିଟ କାର୍ଡ । ସେହିପରି ମଧ୍ୟମା ଓ SOSC- ୨୦୨୨ ପାଇଁ ମଧ୍ୟ ଆଡମିଟ୍ କାର୍ଡ ମିଳିବ। ପୂର୍ବାହ୍ନ ୧୦ଟାରୁ ଅନଲାଇନରେ ଉପଲବ୍ଧ ହେବ ଆଡମିଟ୍…

୨୦୨୩ରୁ ସିବିଏସ୍ଇର ଗୋଟିଏ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ : ୨୦୨୨-୨୩ ଶିକ୍ଷାବର୍ଷରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ନିମନ୍ତେ ପୂର୍ବଭଳି ଗୋଟିଏ ବୋର୍ଡ ପରୀକ୍ଷା ଆୟୋଜନ କରିବାକୁ ସିବିଏସ୍ଇ (ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଡୁକେସନ) କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିବା ଜଣାପଡିଛି । ସୂଚନାଯୋଗ୍ୟ କୋଭିଡ୍ ଯୋଗୁଁ ସିବିଏସ୍ଇ ପକ୍ଷରୁ…

ଓଜେଇଇ ପଞ୍ଜୀକରଣ ୩୦କୁ ବୃଦ୍ଧି

ଭୁବନେଶ୍ୱର : ୨୦୨୨ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ଆବେଦନ ପ୍ରକ୍ରିୟା ଆସନ୍ତା ୩୦ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଛାତ୍ରଛାତ୍ରୀମାନେ ଓଜେଇଇର ୱେସାଇଟ୍ ମାଧ୍ୟମରେ ଆବେଦନ କରିପାରିବେ । ଜୁନ୍ ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଓଜେଇଇ ଅନୁଷ୍ଠିତ ଶେଷ ସପ୍ତାହରୁ…

+୨ ପରୀକ୍ଷା; ୩ଟି ବିଷୟ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର : ପରୀକ୍ଷାର୍ଥୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି +୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ୩ଟି ବିଷୟର ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ସେହି ବିଷୟଗୁଡ଼ିକ ହେଉଛି କଳା ଓ ବିଜ୍ଞାନ ବିଭାଗର ଗଣିତ, କଳା ବିଭାଗର ଗୃହ ବିଜ୍ଞାନ ଓ ଧନ୍ଦାମୂଳକ ବିଭାଗର ବାୟୋଲୋଜି।…