Browsing Tag

face glow

ମୁହଁର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ୩ ଟିପ୍ସ

କିଛି କଞ୍ଚା କ୍ଷୀରକୁ ରାତିରେ ଫ୍ରିଜ୍ ରଖି ସକାଳେ ଏଥିରେ ସାମାନ୍ୟ ଲେମ୍ବୁ ଚୁପୁଡ଼ି ଏହାକୁ ସଙ୍ଗେ ସଙ୍ଗେ ମୁହଁରେ ଲଗାନ୍ତୁ । ଏହାକୁ ନିୟମିତ ଲଗାଇଲେ ଏକ ମାସରେ ଆଶ୍ଚର୍ୟ୍ୟଜନକ ଫଳ ଦେଇଥାଏ। ଏହା ତ୍ୱଚାକୁ ଚିକ୍କଣ ରଖିବାସହ ସଫା ଓ ସୁନ୍ଦର କରିଦିଏ। ମହୁ : ମହୁ ତ୍ୱଚା ପାଇଁ ଲାଭପ୍ରଦ…