କିଟ୍ ଓ କିସ୍ ପକ୍ଷରୁ ଅଲିମ୍ପିଆନଙ୍କୁ ସମ୍ବର୍ଦ୍ଧନା ପ୍ରମୋଦ ଓ ଦୂତୀଙ୍କ ନାମରେ ନାମିତ ହେବ କିଟ ର ଦୁଇ ଷ୍ଟାଡିଅମ୍
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିଟ୍ ଓ କିସ୍ ସର୍ବଦା କ୍ରୀଡ଼ା ଓ କ୍ରୀଡାବିତଙ୍କୁ ପ୍ରୋତ୍ସାହିତ କରିଥାଏ। ୨୦୦୫ରୁ କିଟ୍ ଓ କିସ୍ ପକ୍ଷରୁ ଶିକ୍ଷା ସହ କ୍ରୀଡ଼ାକୁ ସମାନ ଗୁରୁତ୍ୱ ଦିଆଯାଇ ସର୍ବଦା କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହିତ କରାଯାଇଆସୁଛି। କ୍ରୀଡ଼ାର ଉନ୍ନତି ପାଇଁ କିଟ୍ ଓ…