ଦୁଇଟି ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା; ୧୫ ମୃତ, ୧୦୦ରୁ ଊର୍ଦ୍ଧ୍ବ ଆହତ
ବାଂଲାଦେଶରେ ଘଟିଛି ଭୟଙ୍କର ରେଳ ଦୁର୍ଘଟଣା । ଦୁଇଟି ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ଯୋଗୁଁ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ବହୁ ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ପୁଲିସ କହିଛି।…