ଫ୍ରାନ୍ସକୁ ବିଶ୍ୱକପ ମୁକୁଟ: ୪-୨ ଗୋଲ୍ରେ କ୍ରୋଏସିଆ ଚିତ୍
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କ୍ରୋଏସିଆକୁ ହରାଇ ବିଶ୍ୱକପ ମୁକୁଟ ପିନ୍ଧିଲା ଫ୍ରାନ୍ସ। ସବୁ ଅଙ୍କ ଭୁଲ୍ କରି ଦ୍ୱିତୀୟ ଥର ପାଇଁ ଫ୍ରାନ୍ସ ଫିଫା ବିଶ୍ୱକପ ଚାମ୍ପିୟନ ହୋଇଛି। ଫାଇନାଲ୍ ମ୍ୟାଚ୍କୁ ସମ୍ପୂର୍ଣ୍ଣ ଭାବେ ଫ୍ରାନ୍ସ ନିଜ ନିୟନ୍ତ୍ରଣରେ ରଖିଥିଲା। ଫ୍ରାନ୍ସ ଖେଳାଳିଙ୍କ ସାମ୍ନାରେ…