Browsing Tag

Final phase of polling continues; 7.69 percent votes till 9 am

ଜାରି ରହିଛି ଶେଷ ପର୍ଯ୍ୟାୟ ମତଦାନ; ସକାଳ ୯ଟା ସୁଦ୍ଧା ୭.୬୯ ପ୍ରତିଶତ ଭୋଟ୍

ଆଜି ରାଜ୍ୟରେ ଜାରି ରହିଛି ଶେଷ ପର୍ଯ୍ୟାୟ ମତଦାନ। ଶେଷ ପର୍ଯ୍ୟାୟରେ ଆଜି ରାଜ୍ୟର ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ତେବେ ମିଳିଥିବା ସୂଚନା ମୁତାବକ ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସକାଳ ୯ଟା ସୁଦ୍ଧା ୭.୬୯ ପ୍ରତିଶତ ଭୋଟ୍ ପଡିଛି । ବାଲେଶ୍ୱର ଜିଲ୍ଲାରେ ୭.୭୭…