Browsing Tag

fire at Board office

ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଦୁର୍ବୃତ୍ତ ଲଗାଇଲେ ନିଆଁ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସମ୍ବଲପୁର ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଶାଖା କାର୍ଯ୍ୟାଳୟରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଛି । ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସ୍‌ପି ସଞ୍ଜିବ ଅରୋରା ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ…