Browsing Tag

fire in factory

କାରଖାନାରେ ଅଗ୍ନିକାଣ୍ଡ; ୬ ମୃତ, ୧୨ ଗୁରୁତର

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ଏକ ରାସାୟନିକ କାରଖାନାରେ ଭୟାବହ ଅଗ୍ନିକଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କୁହାଯାଉଛି କି ନାଇଟ୍ରିକ୍ ଏସିଡ ଲିକ୍ ଯୋଗୁ ଏପରି…