୨୬ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି । ଷଣ୍ଢକୁଦ, ନୂଆବଜାର ଆଦି ବସ୍ତିରେ ଥିବା ମତ୍ସ୍ୟଜୀବୀଙ୍କୁ ସଚେତନ କରାଯାଇଛି । ଡାକବାଜି ଯନ୍ତ୍ର ଦ୍ୱାରା ମତ୍ସ୍ୟଜୀବୀଙ୍କୁ ମତ୍ସ୍ୟ ବିଭାଗର ସଚେତନତା ଜାରି । ଜୁଆର ଓ ପବନ ଆଶଙ୍କାରେ ଆଜିଠୁ ୨୬ ଯାଏଁ ସମୁଦ୍ର ଯିବାକୁ ବାରଣ…