Browsing Tag

flood situation

୧୧ ଜିଲ୍ଲାରେ ରେଡ୍‌ ୱାର୍ଣ୍ଣିଂ ଓ ୧୦ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଦକ୍ଷିଣ ଓଡିଶାର ୧୧ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ଗଜପତି, ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, ନୂଆପଡ଼ା ଓ ସୋନପୁର । ଏହି ସବୁ…

ବିପଦ ସଙ୍କେତ ଉପରେ ବହୁଛି ଯମୁନା ନଦୀ, ବନ୍ୟା ଆଶଙ୍କା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯମୁନା ନଦୀରେ ଜଳସ୍ତର ବିପଦ ସଙ୍କେତ ଅତିକ୍ରମ କରିଥିବାବେଳେ ଦିଲ୍ଲୀରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ବିପର୍ଯ୍ୟୟର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ଜରୁରିକାଳୀନ ବୈଠକ ଡକାଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ…

ମୁଖ୍ୟମନ୍ତ୍ରୀ ଙ୍କ ବର୍ଷା ଓ ବନ୍ୟା ପରିସ୍ଥିତି ର ସମୀକ୍ଷା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ଉପର ମୁଣ୍ଡ ରେ ପ୍ରବଳ ବର୍ଷା ପରେ ଉପୁଜିଥିବା ବନ୍ୟା ପରିସ୍ଥିତିର ମୁକାବିଲା କରିବାପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁସାରେ, ଗତକାଲି ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ…

ରାତିରେ ବର୍ଷା ସାଜିଲା ଦାଉ , ପୋଲିସ ଓ ଓଡ୍ରାଫ୍ଟ ଟିମ ସହାୟତାରେ ୫୦୦୦ ଲୋକଙ୍କୁ କରାଗଲା ସ୍ଥାନାନ୍ତର

ଓଡିଶା ଫାଷ୍ଟ(ବ୍ୟୁରୋ): ଗତକାଲି ରାତିରେ ସମ୍ବଲପୁର ରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଏଠାରେ ଗତକାଲି ରାତିରେ ୬୦୮ ଏମଏମ ବର୍ଷା ରେକର୍ଡ କରାଯାଇଥିଲା । ପ୍ରାୟ ସ୍ଥାନରେ ବର୍ଷା ପାଣି ପସି ଯିବାରୁ ଘର ଗୁଡିକ ପାଣିରେ ବୁଡ଼ି ରହିଥିଲା । ଯାହାଫଳରେ ଲୋକଙ୍କର…

ବର୍ଷା ରେ ଭାସି ଗଲା ସ୍ମାର୍ଟସିଟି ର ସ୍ମାର୍ଟନେସ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତକାଲି ରାତିରୁ ହେଉଥିବା ପ୍ରବଳ ବର୍ଷା ଯୋଗୁଁ ଭୁବନେଶ୍ୱର ଓ କଟକ ର ଅନେକ ସ୍ଥାନରେ ଅସ୍ଥାୟୀ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ଛାତ୍ରଛାତ୍ରୀ ଙ୍କ ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ୱର ଓ କଟକ ର ସମସ୍ତ ସ୍କୁଲ୍‌କୁ ରାଜ୍ୟ ସରକାର ଙ୍କ ନିର୍ଦେଶ କ୍ରମେ…

ସାରା ରାଜ୍ୟରେ ପ୍ରବଳ ବର୍ଷା,୧୯ ଟି ଜିଲ୍ଲାରେ ସତର୍କ ସୂଚନା ଜାରି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ୨୦ରୁ ୨୨ତାରିଖ ପର୍ଯ୍ୟନ୍ତ ପ୍ରାୟ ସମସ୍ତ ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ଯୋଗୁ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଥିବାରୁ ସମ୍ୱେଦନଶୀଳ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ରୋଗ…