ସୋସିଆଲ ମିଡିଆରେ ଲୋକଙ୍କ ସମସ୍ୟା ବୁଝିବେ ଖାଦ୍ୟ ଯୋଗାଣ ମନ୍ତ୍ରୀ
ଓଡିଶା ଫାଷ୍ଟ( ବ୍ୟୁରୋ): ରାଜ୍ୟ ଖାଉଟି କଲ୍ୟାଣ, ଯୋଗାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏବେ ସୋସିଆଲ ମିଡିଆ ଜରିଆରେ ଲୋକଙ୍କ ସମସ୍ୟା ସିଧାସଳଖ ବୁଝିବା ସହ ଏହାର ସମାଧାନ ମଧ୍ୟ କରିବେ । ଏହି ଫେସବୁକ ଏବଂ ଟ୍ୱିଟର ଲାଇଭ ଜରିଆରେ ପ୍ରତ୍ୟେକ ଜନସାଧାରଣ ନିଜର ଟ୍ୱିଟର…