Browsing Tag

Foreign Visit

ଆଜି ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯିବେ । ସେଠାରୁ ୨୦ ତାରିଖ ଅପରାହ୍ନରେ ଇଟାଲୀର ରୋମ୍ ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ରାଜନୀତିକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହା ଦ୍ୱିତୀୟ ବିଦେଶ ଗସ୍ତ ।ମୁଖ୍ୟମନ୍ତ୍ରୀ…