ବିଜେପିରେ ସାମିଲ ହେଲେ ପଞ୍ଚାୟତରାଜ ବିଭାଗର ପୂର୍ବତନ ଅତିରିକ୍ତ ଶାସନ ସଚିବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଉପସ୍ଥିତିରେ ରାଜ୍ୟ ସରକାରଙ୍କ ପଂଚାୟତରାଜ ବିଭାଗର ପୂର୍ବତନ ଅତିରିକ୍ତ ଶାସନ ସଚିବ ଶ୍ରୀ ବିନୋଦ କୁମାର ପଣ୍ଡା ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି । ତାଙ୍କ ସହ ଅର୍ଥନୀତି…