ଆଉ ୫ ବର୍ଷ ପର୍ଯ୍ୟନ୍ତ ବଢ଼ିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ଅବଧି
ଆଗାମୀ ଲୋକସଭା ନିର୍ବାଚନ ଏବଂ ପାଞ୍ଚ ରାଜ୍ୟରେ ଶେଷ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ମୋଦି ସରକାର। ସରକାର ଦେଶର ୮୦ କୋଟିରୁ ଅଧିକ ଲୋକଙ୍କୁ ମାଗଣା ଖାଦ୍ୟଶସ୍ୟ ଯୋଗାଉଥିବା 'ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମ୍ଜିକେଏଓ୍ଵାଇ)'କୁ…