ଓଡ଼ିଆ ଝିଅ ଲିପିକା ଚଢ଼ିଲେ ମାଉଣ୍ଟ ଏଲବୃସ୍
ଓଡିଶା ଫାଷ୍ଟ (ବ୍ୟୁରୋ):ବରଗଡ଼ ଜିଲା ଡାଲବ ଗ୍ରାମର ସୁନାଝିଅ ଲିପିକା ସେଟ ୟୁରୋପ ମହାଦେଶର ତଥା ରଷିଆର ସର୍ବୋଚ୍ଚ ଶୃଙ୍ଗ ମାଉଣ୍ଟ ଏଲବୃସ୍କୁ (5,642 mtr/18, 510 ft)କୁ ସଫଳତାର ସହ ଆରାହଣ କରିଛନ୍ତି। ନିଜର ଏହି ସଫଳତା ଯୋଗୁ ସେ ବରଗଡ଼ ଜିଲା ତଥା ସମଗ୍ର ରାଜ୍ୟ ପାଇଁ ଇତିହାସ…