ଗଡ଼ସନ୍ତି ମା’ ଲୋଭୀ ଠାକୁରାଣୀଙ୍କ ପୀଠରେ 5T ଅଧ୍ୟକ୍ଷ,ମନ୍ଦିର ଉନ୍ନତି ନେଇ କମିଟିର ଦାବିପତ୍ର ସହ ଲୋକଙ୍କ…
ଅନୁଗୁଳ ଜିଲ୍ଲା ଗସ୍ତରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଗଡ଼ସନ୍ତି ମା' ଲୋଭୀ ଠାକୁରାଣୀଙ୍କ ପୀଠରେ ପହଞ୍ଚି ମା'ଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ନେଇଛନ୍ତି । ମନ୍ଦିର ଉନ୍ନତି ନେଇ କମିଟିର ଦାବିପତ୍ର ଗ୍ରହଣ କଲେ। ସାଧାରଣ ସଭାରେ ଯୋଗ ଦେବା ପୂର୍ବରୁ ଲୋକଙ୍କ ସହ ମିଶିଥିଲେ ।…