ଗଞ୍ଜାମରେ ପଞ୍ଚାୟତ ନିର୍ବାଚନ ପର୍ବପ୍ରସ୍ତୁତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଛି ବିଜେଡି । ତୃଣମୂଳ ସ୍ତରରେ ଦଳକୁ ସୁଦୃଢ କରିବାକୁ ଆରମ୍ଭ ହୋଇଛି ପ୍ରକ୍ରିୟା । ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ଖରିଡା ଗାଁରେ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଛି ।…