୫୦ କୋଟିର କର୍ପସ ପାଣ୍ଠି ଏବଂ ସଫେଇ କର୍ମଚାରୀଙ୍କ ପାଇଁ ରାଜ୍ୟ କମିଶନ ଗଠନ କରାଯିବ – ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ସଫେଇ କର୍ମଚାରୀମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ‘ଗରିମା’ ଯୋଜନାର ଶୁଭାରମ୍ଭ କରିଛନ୍ତି । ସେପ୍ଟିକ୍ ଟାଙ୍କି ତଥା ଅନ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା ସଫେଇ କର୍ମଚାରୀମାନେ ଏହାଦ୍ବାରା ଉପକୃତ ହେବେ ।…