ଗ୍ୟାସ ଟ୍ୟାଙ୍କର ବାଇକ ଧକ୍କା, 2 ଗୁରୁତର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଭାରତ ପେଟ୍ରୋଲିୟମ ଗ୍ୟାସ ଟ୍ୟାଙ୍କର ଦୁର୍ଘଟଣା ଘଟିଛି । ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ବେଳେ ବାଇକ ସହ ଧକ୍କା ହୋଇଛି । ବାଇକଟି ଗାଡ଼ି ତଳେ ପଶିଯିବା ଫଳରେ ଗ୍ୟାସ ଗାଡ଼ିର ଟାୟାର ଫାଟି ଯାଇଥିଲା ।…