୧୨ଘଣ୍ଟାରେ ନେବ ଅବପାତ ରୂପ, ସେପଟେ ଭିଏତନାମରୁ ଓଡ଼ିଶା ମୁହାଁଇଛି ‘ଡିଆଁମୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରର ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତର ରୂପ ନେବ। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ସେପ୍ଟେମ୍ବର ୨୬…