ଗଣତନ୍ତ୍ର ଦିବସ ପାଇଁ ଗାଇଡଲାଇନ୍ ଜାରି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜାନୁଆରୀ ୨୬ ପାଇଁ ଲାଗିଲା କଟକଣା । ଗଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ ନେଇ ଗାଇଡଲାଇନ୍ ଜାରି କରାଯାଇଛି । ଗାଇଡଲାଇନ୍ ଅନୁଯାୟୀ, ଘରେ ପତାକା ଉତ୍ତୋଳନ କରିବା ବେଳେ ସର୍ବାଧିକ ୫ ଜଣ ରହିପାରିବେ । ଅନ୍ୟ ସ୍ଥାନରେ ପତାକା ଉତ୍ତୋଳନ ବେଳେ ସର୍ବାଧିକ ୧୦ଜଣଙ୍କୁ…