ଚେହେରାରେ ଚମକ ଆଣିବ ରସୁଣ : ଜାଣନ୍ତୁ ଉପାୟ
ରସୁଣ କେବଳ ରୋଷେଇ ଘରେ ମସଲା ରୂପେ କିମ୍ବା ଖାଦ୍ୟର ସ୍ୱାଦ ବଢ଼ାଇବା ପାଇଁ ବ୍ୟବହାର ହୁଏ ତା’ନୁହେଁ ,ଥଣ୍ଡା କାଶ ଠାରୁ ଆରମ୍ଭ କରି ବିଭିନ୍ନ ସାଧାରଣ ରୋଗରୁ ଉପଶମ ଦେଇଥାଏ ଓ ଅନେକ ରୋଗକୁ ନିୟନ୍ତ୍ରିତ କରିଥାଏ । ପାଣିପାଗ ହିସାବରେ ଆପଣଙ୍କୁ ଏହାର ସେବନର ମାତ୍ରା ବଦଳାଇବାକୁ ପଡ଼ିବ । ଆସନ୍ତୁ…