ଜମାହେଲା ମନ୍ତ୍ରୀଙ୍କ ମାସିକିଆ ରିପୋର୍ଟ, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷାକୁ ଅପେକ୍ଷା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାସରେ ସମସ୍ତ ମନ୍ତ୍ରୀଙ୍କୁ ପ୍ରତ୍ୟେକ ମାସ ୭ ତାରିଖ ପୂର୍ବରୁ ନିଜ ବିଭାଗର ସମୀକ୍ଷା ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଫଳରେ ନିର୍ଦ୍ଧାରିତ ସମୟ ପୂର୍ବରୁ ମନ୍ତ୍ରୀମାନେ ନିଜ ବିଭାଗର ସମୀକ୍ଷା ରିପୋର୍ଟ…