ଆସନ୍ତା କାଲି ସମସ୍ତ ସହରାଂଚଳରେ ସତ୍ୟାଗ୍ରହ କରିବ ବିଜେପି : ଗୋଲକ ମହାପାତ୍ର
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଚିଲିକାର ବିଜେଡି ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦ୍ଦେବ ମଦ ପିଇ ଗାଡି ଚଳାଇ ବିଜେପି କର୍ମୀଙ୍କୁ ମାରିବାକୁ ଉଦ୍ୟମ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି । ଅତୀତରେ ମଧ୍ୟ ଶ୍ରୀ ଜଗଦ୍ଦେବ ବିଜେପି କର୍ମୀଙ୍କୁ ମରଣାନ୍ତ୍ରକ ଆକ୍ରମଣ କରିଛନ୍ତି । ଅଭ୍ୟାସଗତ ବିଶୃଙ୍ଖଳାକାରୀ…